କଟୁରୀ ଚୋଟରେ ବିଞ୍ଝାରପୁର ପୁଲିସ କର୍ମଚାରୀ ଗୁରୁତର, ଅଭିଯୁକ୍ତ ଫେରାର

Advertisment

କଟୁରୀ ଚୋଟରେ ବିଞ୍ଝାରପୁର ପୁଲିସ କର୍ମଚାରୀ ଗୁରୁତର। ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି।

କଟୁରୀ ଚୋଟରେ ବିଞ୍ଝାରପୁର ପୁଲିସ କର୍ମଚାରୀ ଗୁରୁତର। ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି।

jaj90

ଯାଜପୁର: କଟୁରୀ ଚୋଟରେ ବିଞ୍ଝାରପୁର ଥାନାର ୨ ପୁଲିସ କର୍ମଚାରୀ ଗୁରୁତର। ଅଭିଯୁକ୍ତକୁ ଧରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି।
ସୂଚନା ଅନୁଯାୟୀ, ପାରିବାରିକ କଳହକୁ ନେଇ ଜଣେ ଲୋକ ୧୧୨କୁ କଲ୍ କରିଥିଲେ। ଏହାପରେ ବିଞ୍ଝାରପୁର ଥାନା ପୁଲିସ କର୍ମଚାରୀ ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇଥିଲେ। ହେଲେ, ହନୁମାନ ଛକ ନିକଟରେ ସେମାନଙ୍କ ଉପରକୁ ଆକ୍ରମଣ ହୋଇଥିଲା। କଟୁରୀରେ ଆକ୍ରମଣ କରିବା ପରେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ମାରିଥିଲା। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe