ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡ଼ା ଥାନା ବିଜାଦିହି ନିକଟ କୋଲ କରିଡର ରାସ୍ତାରେ ଗାଈ ଖେଦାଳିଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଗାଈ ଖେଦି ନେଉଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ଆସି ଖଣ୍ଡାରେ ଯୁବକଙ୍କୁ ପଛ ପଟୁ ହାଣିଲେ। ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ପ୍ରଥମେ ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା ଓ ପରେ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକ ହେଲେ ଅଉଁଲାବାହାଲର ପ୍ରକାଶ ରାଉତ।
ଦୁଇ ଜଣ ଦୁର୍ବୃତ୍ତ ଆସି ଖଣ୍ଡାରେ ଯୁବକଙ୍କୁ ପଛ ପଟୁ ହାଣିଲେ। ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ପ୍ରଥମେ ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା ଓ ପରେ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକ ହେଲେ ଅଉଁଲାବାହାଲର ପ୍ରକାଶ ରାଉତ। ତେବେ ଆକ୍ରମଣ ପଛର କାରଣ ଅସ୍ପଷ୍ଟ ରହିଛି।
ତେବେ ଆକ୍ରମଣ ପଛର କାରଣ ଅସ୍ପଷ୍ଟ ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/post_attachments/wp-content/uploads/2021/09/VIMSAR.jpg)