ଆଖୁଆପଦାଠାରେ ବୈତରଣୀ ନଦୀ ବିପଦ ସଂକେତ ଉପରେ ପ୍ରବାହିତ

Advertisment

ଆଖୁଆପଦାରେ ସତର୍କ ସୂଚନା ଟପିଲା ବୈତରଣୀ ନଦୀ। ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ବୈତରଣୀ ନଦୀର ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ଆଖୁଆପଦା ଠାରେ ବୈତରଣୀ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି।

ଆଖୁଆପଦାରେ ସତର୍କ ସୂଚନା ଟପିଲା ବୈତରଣୀ ନଦୀ। ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ବୈତରଣୀ ନଦୀର ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ଆଖୁଆପଦା ଠାରେ ବୈତରଣୀ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି।

s-a୬୭

ଭଦ୍ରକ: ଆଖୁଆପଦାରେ ସତର୍କ ସୂଚନା ଟପିଲା ବୈତରଣୀ ନଦୀ` ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ବୈତରଣୀ ନଦୀର ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ଆଖୁଆପଦା ଠାରେ ବୈତରଣୀ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ସକାଳ ୮ଟା ରେ ଏଠାରେ ଜଳସ୍ତର ୧୮.୧୫ ଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe