ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୧୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୧୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟ ରାଜଧାନୀରେ ବଢ଼ୁଛି କରୋନା ସଂକ୍ରମଣ। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ୧୨ଶହ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ଘଣ୍ଟ‌ାରେ ଭୁବନେଶ୍ବରରେ ୧୨୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ରାଜଧାନୀବାସୀଙ୍କ ଚିନ୍ତା ବଢ଼ାଇଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୧୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe