ଗତ ୨୪ ଘଣ୍ଟାରେ ଭୁବନେଶ୍ବରରୁ ୨୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୮୭ସୁସ୍ଥ

ଭୁବନେଶ୍ବର: ଏବେ ରାଜଧାନୀରେ କରୋନା ସଂକ୍ରମଣ ସ୍ଥିର ରହିଛି। ଗତ କିଛି ଦିନ ହେଲାଣି ସଂକ୍ରମିତଙ୍କ ସଂଖ୍ୟା ୩୦୦ଭିତରେ ରହୁଛି। ଆଜି ରାଜ୍ୟ ରାଜଧାନୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର