ଜହ୍ନ।ପଙ୍କ: ବୁଧବାର ଭୋର ସାଢେ ୪ଟା ସମୟରେ ଜାତୀୟ ରାଜପଥ ନଂ ୫୭ର ବୌଦ୍ଧ ଥାନା ବୁରକଟା ବକବନ୍ଧ ନିକଟରେ ଏକ ବୋଲେରୋ ଭାରସାମ୍ୟ ହରାଇ ଓଲଟିଥିବା ଦେଖିବାକୁ ମିଳିଛିl ଦୁର୍ଘଟଣାରେ ଯାତ୍ରୀ ଓ ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ରହିଛି।
ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ରୁ ବୋଲେରୋରେ ଚାଳକ ଜଣେ ଯାତ୍ରୀଙ୍କୁ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରକୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପାର୍ଶ୍ୱକୁ ଓଲଟି ପଡ଼ିଥିଲା l ଦୁର୍ଘଟଣାରେ ଯାତ୍ରୀ ଓ ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ଦେଖିବାକୁ ମିଳିଛି l ଖବର ପାଇ ଜହ୍ନ।ପଙ୍କ ଫାଣ୍ଡି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି|
ମିଳିଥିବା ସୂଚନା ଅନୁଯାୟୀ, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରୁ ବୋଲେରୋରେ ଚାଳକ ଜଣେ ଯାତ୍ରୀଙ୍କୁ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରକୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପାର୍ଶ୍ୱକୁ ଓଲଟି ପଡ଼ିଥିଲା l ଦୁର୍ଘଟଣାରେ ଯାତ୍ରୀ ଓ ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ଦେଖିବାକୁ ମିଳିଛି l ଖବର ପାଇ ଜହ୍ନ।ପଙ୍କ ଫାଣ୍ଡି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି|
accident
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/05/28/ouv32jzBHUGsG13b67vr.jpg)