ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ , ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ ଚାଳକ

Advertisment

ବୁଧବାର ଭୋର ସାଢେ ୪ଟା ସମୟରେ ଜାତୀୟ ରାଜପଥ ନଂ ୫୭ର ବୌଦ୍ଧ ଥାନା ବୁରକଟା ବକବନ୍ଧ ନିକଟରେ ଏକ ବୋଲେରୋ ଭାରସାମ୍ୟ ହରାଇ ଓଲଟିଥିବା ଦେଖିବାକୁ ମିଳିଛିl ଦୁର୍ଘଟଣାରେ ଯାତ୍ରୀ ଓ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ବୁଧବାର ଭୋର ସାଢେ ୪ଟା ସମୟରେ ଜାତୀୟ ରାଜପଥ ନଂ ୫୭ର ବୌଦ୍ଧ ଥାନା ବୁରକଟା ବକବନ୍ଧ ନିକଟରେ ଏକ ବୋଲେରୋ ଭାରସାମ୍ୟ ହରାଇ ଓଲଟିଥିବା ଦେଖିବାକୁ ମିଳିଛିl ଦୁର୍ଘଟଣାରେ ଯାତ୍ରୀ ଓ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

vh

ଜହ୍ନ।ପଙ୍କ: ବୁଧବାର ଭୋର ସାଢେ ୪ଟା ସମୟରେ ଜାତୀୟ ରାଜପଥ ନଂ ୫୭ର ବୌଦ୍ଧ ଥାନା ବୁରକଟା ବକବନ୍ଧ ନିକଟରେ ଏକ ବୋଲେରୋ ଭାରସାମ୍ୟ ହରାଇ ଓଲଟିଥିବା ଦେଖିବାକୁ ମିଳିଛିl ଦୁର୍ଘଟଣାରେ ଯାତ୍ରୀ ଓ ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ସୂଚନା ରହିଛି।

ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରୁ ବୋଲେରୋରେ ଚାଳକ ଜଣେ ଯାତ୍ରୀଙ୍କୁ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରକୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପାର୍ଶ୍ୱକୁ ଓଲଟି ପଡ଼ିଥିଲା l ଦୁର୍ଘଟଣାରେ ଯାତ୍ରୀ ଓ ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ଦେଖିବାକୁ ମିଳିଛି l ଖବର ପାଇ ଜହ୍ନ।ପଙ୍କ ଫାଣ୍ଡି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି|

ମିଳିଥିବା ସୂଚନା ଅନୁଯାୟୀ, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ରୁ ବୋଲେରୋରେ ଚାଳକ ଜଣେ ଯାତ୍ରୀଙ୍କୁ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରକୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପାର୍ଶ୍ୱକୁ ଓଲଟି ପଡ଼ିଥିଲା l ଦୁର୍ଘଟଣାରେ ଯାତ୍ରୀ ଓ ଚାଳକ ଅଳ୍ପକେ ବର୍ତ୍ତି ଯାଇଥିବା ଦେଖିବାକୁ ମିଳିଛି l ଖବର ପାଇ ଜହ୍ନ।ପଙ୍କ ଫାଣ୍ଡି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି|

accident

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe