ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରବିବାର ସନ୍ଧ୍ୟାରେ ଅଟୋ ଉପରକୁ ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ରବି ଟକିଜ୍ ଅଞ୍ଚଳରେ ଦୁର୍ବୃତ୍ତମାନେ ଅଟୋକୁ ଲକ୍ଷ୍ୟ କରି ବୋମାମାଡ଼ କରିଛନ୍ତି। ବୋମାମାଡ଼ ପରେ ଅଟୋ ଚାଳକ ଆହତ ହୋଇଛନ୍ତି। ତାଙ୍କୁ ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୋମାମାଡ଼ ଆକ୍ରମଣ କରିବା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ସୂଚନା ପାଇଁ ବଡ଼ଗଡ଼ ପୁଲିସ ଘଟଣାସ୍ଥଳକୁ ପହଞ୍ଚିଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ଭୁବନେଶ୍ୱରରେ ଅଟୋ ଉପରକୁ ବୋମାମାଡ଼, ଆହତ ପରେ ଚାଳକଙ୍କୁ ହସ୍ପିଟାଲରେ ଭର୍ତ୍ତି
/sambad/media/post_attachments/wp-content/uploads/2019/05/bomb-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)