ଦିଗପହଣ୍ଡିରେ ପୁଣି ବୋମାମାଡ଼, ଅଞ୍ଚଳବାସୀ ଆତଙ୍କିତ

ଦିଗପହଣ୍ଡିରେ ପୁଣି ବୋମାମାଡ଼ କରାଯାଇଥିବାର ଖବର ମିଳିଛି। ଏନେଇ ଅଞ୍ଚଳବାସୀ ଆତଙ୍କିତ ଥିବା ଜଣାଯାଇଛି।  କେନାଲ ସାହିର ରାଜେନ୍ଦ୍ର ସେଠୀଙ୍କ ଘରକୁ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ସୂଚନା ରହିଛି ।

ଦୁବାଇରେ ଚାକିରି ନାଁରେ ଲୁଟ୍‌

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ପୁଣି ବୋମାମାଡ଼ କରାଯାଇଥିବାର ଖବର ମିଳିଛି। ଏନେଇ ଅଞ୍ଚଳବାସୀ ଆତଙ୍କିତ ଥିବା ଜଣାଯାଇଛି।  କେନାଲ ସାହିର ରାଜେନ୍ଦ୍ର ସେଠୀଙ୍କ ଘରକୁ ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ସୂଚନା ରହିଛି ।

ସୂଚନାଯୋଗ୍ୟ, ୫ଦିନ ପୂର୍ବେ ଦିଗପହଣ୍ଡି ଥାନା ଅଞ୍ଚଳର ୩ଟି ସ୍ଥାନରେ ବୋମାମାଡ଼ ହୋଇଥିଲା। ବାରମ୍ବାର ବୋମାମାଡ଼କୁ ନେଇ ଆତଙ୍କରେ ଅଞ୍ଚଳବାସୀ। କିନ୍ତୁ ପୁଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉଥିବା ହେତୁ ଏଭଳି ବୋମାମାଡ଼ ଘଟଣା ଦେଖିବାକୁ ମିଳୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe