ଅନୁଗୁଳ:  ଅନୁଗୁଳ ସଦର ଥାନା ଅନ୍ତର୍ଗତ ବୃନ୍ଦାବନ ହୋଟେଲ୍ ନିକଟରେ ସରକାରୀ ବସ ଧକ୍କାରେ ସ୍ବାମୀ ସ୍ତ୍ରୀଙ୍କ ସମେତ ତିନି ଗୁରୁତର। ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ସେମାନେ।

Advertisment

ତିନି ଜଣ ଗୋଟିଏ ବାଇକରେ ଯାଉଥିବା ବେଳେ ଗୋଟିଏ ସରକାରୀ ବସ ଧକ୍କା ଦେଇଥିଲା। ଯାହା ଫଳରେ ତିନି ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଦୁଇ ଜଣ ପୁଲିସ ଗାଡ଼ିରେ ଆସିଥିବା ବେଳେ ଜଣେ ଅଟୋ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ରାଇଝରଣ ସିତିରାସାହିର ବୈଷ୍ଣବ ନାଏକଙ୍କ ପୁଅ ଚଣ୍ଡାଳ ନାଏକ ( ୪୦), ରାଜା ବେହେରାଙ୍କ ପୁଅ କାଳିଆ ବେହେରା (୧୯) ଏବଂ ଚଣ୍ଡାଳ ନାଏକଙ୍କ ସ୍ତ୍ରୀ ଦୁତୀ ନାଏକ ବୋଲି ସୂଚନା ମିଳିଛି।

ତିନି ଜଣ ଗୋଟିଏ ବାଇକରେ ଯାଉଥିବା ବେଳେ ଗୋଟିଏ ସରକାରୀ ବସ ଧକ୍କା ଦେଇଥିଲା। ଯାହା ଫଳରେ ତିନି ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଦୁଇ ଜଣ ପୁଲିସ ଗାଡ଼ିରେ ଆସିଥିବା ବେଳେ ଜଣେ ଅଟୋ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ରାଇଝରଣ ସିତିରାସାହିର ବୈଷ୍ଣବ ନାଏକଙ୍କ ପୁଅ ଚଣ୍ଡାଳ ନାଏକ ( ୪୦), ରାଜା ବେହେରାଙ୍କ ପୁଅ କାଳିଆ ବେହେରା (୧୯) ଏବଂ ଚଣ୍ଡାଳ ନାଏକଙ୍କ ସ୍ତ୍ରୀ ଦୁତୀ ନାଏକ ବୋଲି ସୂଚନା ମିଳିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।