Advertisment

ବାଇକକୁ ପିଟିଲା ବସ୍, ସ୍ବାମୀ ଓ ସ୍ତ୍ରୀଙ୍କ ସମେତ ତିନି ଗୁରୁତର

Advertisment

ଅନୁଗୁଳ ସଦର ଥାନା ଅନ୍ତର୍ଗତ ବୃନ୍ଦାବନ ହୋଟେଲ୍ ନିକଟରେ ସରକାରୀ ବସ ଧକ୍କାରେ ସ୍ବାମୀ ସ୍ତ୍ରୀଙ୍କ ସମେତ ତିନି ଗୁରୁତର। ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ସେମାନେ।

ଅନୁଗୁଳ ସଦର ଥାନା ଅନ୍ତର୍ଗତ ବୃନ୍ଦାବନ ହୋଟେଲ୍ ନିକଟରେ ସରକାରୀ ବସ ଧକ୍କାରେ ସ୍ବାମୀ ସ୍ତ୍ରୀଙ୍କ ସମେତ ତିନି ଗୁରୁତର। ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ସେମାନେ।

New Project (11)

ଅନୁଗୁଳ:  ଅନୁଗୁଳ ସଦର ଥାନା ଅନ୍ତର୍ଗତ ବୃନ୍ଦାବନ ହୋଟେଲ୍ ନିକଟରେ ସରକାରୀ ବସ ଧକ୍କାରେ ସ୍ବାମୀ ସ୍ତ୍ରୀଙ୍କ ସମେତ ତିନି ଗୁରୁତର। ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ସେମାନେ।

ତିନି ଜଣ ଗୋଟିଏ ବାଇକରେ ଯାଉଥିବା ବେଳେ ଗୋଟିଏ ସରକାରୀ ବସ ଧକ୍କା ଦେଇଥିଲା। ଯାହା ଫଳରେ ତିନି ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଦୁଇ ଜଣ ପୁଲିସ ଗାଡ଼ିରେ ଆସିଥିବା ବେଳେ ଜଣେ ଅଟୋ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ରାଇଝରଣ ସିତିରାସାହିର ବୈଷ୍ଣବ ନାଏକଙ୍କ ପୁଅ ଚଣ୍ଡାଳ ନାଏକ ( ୪୦), ରାଜା ବେହେରାଙ୍କ ପୁଅ କାଳିଆ ବେହେରା (୧୯) ଏବଂ ଚଣ୍ଡାଳ ନାଏକଙ୍କ ସ୍ତ୍ରୀ ଦୁତୀ ନାଏକ ବୋଲି ସୂଚନା ମିଳିଛି।

ତିନି ଜଣ ଗୋଟିଏ ବାଇକରେ ଯାଉଥିବା ବେଳେ ଗୋଟିଏ ସରକାରୀ ବସ ଧକ୍କା ଦେଇଥିଲା। ଯାହା ଫଳରେ ତିନି ଜଣ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଦୁଇ ଜଣ ପୁଲିସ ଗାଡ଼ିରେ ଆସିଥିବା ବେଳେ ଜଣେ ଅଟୋ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ବ୍ୟକ୍ତି ରାଇଝରଣ ସିତିରାସାହିର ବୈଷ୍ଣବ ନାଏକଙ୍କ ପୁଅ ଚଣ୍ଡାଳ ନାଏକ ( ୪୦), ରାଜା ବେହେରାଙ୍କ ପୁଅ କାଳିଆ ବେହେରା (୧୯) ଏବଂ ଚଣ୍ଡାଳ ନାଏକଙ୍କ ସ୍ତ୍ରୀ ଦୁତୀ ନାଏକ ବୋଲି ସୂଚନା ମିଳିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe