ଟ୍ରାକ୍ଟରକୁ ପଛପଟୁ ଧକ୍କା ଦେଇ ଓଲଟିଲା ଯାତ୍ରୀବାହୀ ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

ବାଲିଆପାଳରୁ ବାଲେଶ୍ବର ଅଭିମୁଖେ ଯାଉଥିବା ବେଳେ ଏକ ଘରୋଇ ଯାତ୍ରୀବାହୀ ବସ୍ ବାଟରେ ଟ୍ରାକ୍ଟରକୁ ପଛପଟୁ ଧକ୍କା ଦେଇଥିଲା। ଏହାଫଳରେ ବସ୍ ଟି ଭାରସାମ୍ୟ ହରାଇ କେନାଲକୁ ଓଲଟିଯାଇଥିଲା।

ୂର

ବାଲେଶ୍ବର: ବାଲିଆପାଳରୁ ବାଲେଶ୍ବର ଅଭିମୁଖେ ଯାଉଥିବା ବେଳେ ଏକ ଘରୋଇ ଯାତ୍ରୀବାହୀ ବସ୍ ବାଟରେ ଟ୍ରାକ୍ଟରକୁ ପଛପଟୁ ଧକ୍କା ଦେଇଥିଲା। ଏହାଫଳରେ ବସ୍ ଟି ଭାରସାମ୍ୟ ହରାଇ କେନାଲକୁ ଓଲଟିଯାଇଥିଲା। ନୁଣିଆଯୋଡ଼ି ପୋଲ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ବସ୍।  

ବାଲିଆପାଳରୁ ବାଲେଶ୍ବର ଅଭିମୁଖେ ଯାଉଥିବା ବେଳେ ଏକ ଘରୋଇ ଯାତ୍ରୀବାହୀ ବସ୍ ବାଟରେ ଟ୍ରାକ୍ଟରକୁ ପଛପଟୁ ଧକ୍କା ଦେଇଥିଲା। ଏହାଫଳରେ ବସ୍ ଟି ଭାରସାମ୍ୟ ହରାଇ କେନାଲକୁ ଓଲଟିଯାଇଥିଲା। ନୁଣିଆଯୋଡ଼ି ପୋଲ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା ବସ୍। ବସରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି।

ବସରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି। ବସରେ ୪୦ରୁ ଅଧିକ ଲୋକ ଯାତ୍ରା କରୁଥିଲେ।   ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରିଥିଲେ। 

accident

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe