କାରକୁ ଓଭରଟେକ କରି ଦୁର୍ଘଟଣାର ଶିକାର ହେଲା ବସ

Advertisment

ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଛପୋଲିଆ  ନିକଟରେ ଆଜି ଏକ ଯାତ୍ରୀବାହୀ ବସ ଦୁର୍ଘଟଣାର ଶିକାର ହୋଇଥିବାବେଳେ ଏହି ଘଟଣାରେ ଚାଳକ ସମେତ ତିନି ଜଣ ଆହତ ହୋଇଛନ୍ତି।

ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଛପୋଲିଆ  ନିକଟରେ ଆଜି ଏକ ଯାତ୍ରୀବାହୀ ବସ ଦୁର୍ଘଟଣାର ଶିକାର ହୋଇଥିବାବେଳେ ଏହି ଘଟଣାରେ ଚାଳକ ସମେତ ତିନି ଜଣ ଆହତ ହୋଇଛନ୍ତି।

aassss

ସୋର: ବାଲେଶ୍ୱର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଛପୋଲିଆ  ନିକଟରେ ଆଜି ଏକ ଯାତ୍ରୀବାହୀ ବସ ଦୁର୍ଘଟଣାର ଶିକାର ହୋଇଥିବାବେଳେ ଏହି ଘଟଣାରେ ଚାଳକ ସମେତ ତିନି ଜଣ ଆହତ ହୋଇଛନ୍ତି। ଆଜି ପୂର୍ବାହ୍ନରେ ନୀଳମାଧଵ ନାମକ ଏକ ଯାତ୍ରୀବାହୀ ବସ ବାଲେଶ୍ୱରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା।

ଛପୋଲିଆ ନିକଟରେ ଆଗରେ ଯାଉଥିବା ଏକ କାରକୁ ଓଭରଟେକ କରି ଏକ ହାଇଡ୍ରକୁ ପଛରୁ ଧକ୍କା ଦେଇଥିଲା। ଫଳରେ ଏହାର ଚାଳକ ଓ ଦୁଇଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିବା ବେଳେ ଖବର ପାଇ ସୋର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଗାଡିକୁ ଜବତ କରି ଥାନାରେ ରଖିବା ସହ ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe