ବଢ଼ୁଛି ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୧୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ବଢ଼ୁଛି ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୧୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟ ରାଜଧାନୀରେ ବଢ଼ୁଛି କରୋନା ସଂକ୍ରମଣ। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜିପୁଣି ୧୪ଶହ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ଘଣ୍ଟ‌ାରେ ଭୁବନେଶ୍ବରରେ ୧୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ରାଜଧାନୀବାସୀଙ୍କ ଚିନ୍ତା ବଢ଼ାଇଛି। ଆଜି  ଗତ ୨୪ ଘଣ୍ଟା ମଧ୍ୟରେ ୧୪୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe