ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି

Advertisment

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି ।

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି ।

da

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ । 

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ।  ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe