ରାସ୍ତାକଡ଼ରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାସ୍ତାକଡ଼ରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

newsroomodisha.com

ବ୍ରହ୍ମପୁର: ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ନିକଟସ୍ଥ ମରାଇପାଟ ଶାଢଙ୍ଗୀପୋଲି ରାସ୍ତାରେ ଦୁଇଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏଠାରେ ଏମୁପକ୍ଷୀ ଫାର୍ମ ନିକଟରେ ଥିବା ଏକ ବର ଗଛରେ ରସି ଲଗାଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ଜଣାଯାଇଛି। ତେବେ ରିପୋର୍ଟ ପ୍ରସ୍ତୁତ ହେବା ଯାଏଁ ଦୁଇମୃତକଙ୍କର ପରିଚୟ ମିଳିନାହିଁ। ଘଟଣାସ୍ଥଳରେ ପହଞ୍ଚି ଗାଙ୍ଗପୁର ଥାନା ପୁଲିସ ମୃତଦେହକୁ ଉଦ୍ଧାର କରିବାସହ ବ୍ୟବଛେଦ ଲାଗି ଡାକ୍ତରଖାନାକୁ ପଠାଇଛି। ପୁଲିସ ଘଟଣାର ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe