ଶିବ ମନ୍ଦିରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Advertisment

ବିଲ ମଝି ଶିବ ମନ୍ଦିରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବାର ସନ୍ଦେହ ଉପୁଜିଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ମନୋଜ ଜେନା। 

ବିଲ ମଝି ଶିବ ମନ୍ଦିରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବାର ସନ୍ଦେହ ଉପୁଜିଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ମନୋଜ ଜେନା। 

bn

ଯାଜପୁର: ବିଲ ମଝି ଶିବ ମନ୍ଦିରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଥିବାର ସନ୍ଦେହ ଉପୁଜିଛି। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ମନୋଜ ଜେନା। 

ଯାଜପୁର ଥାନା ମୋଟରଙ୍ଗାପାଳରେ ଥିବା ଈଶାନେଶ୍ବର ଶିବ ମନ୍ଦିରରୁ ଉଦ୍ଧାର ହୋଇଛି ମୃତଦେହ। ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ମନୋଜ ଜେନା। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପୁଲିସ ତଦନ୍ତ ଆରମ୍ଭ କରିଛି।

ଯାଜପୁର ଥାନା ମୋଟରଙ୍ଗାପାଳରେ ଥିବା ଈଶାନେଶ୍ବର ଶିବ ମନ୍ଦିରରୁ ଉଦ୍ଧାର ହୋଇଛି ମୃତଦେହ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପୁଲିସ ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe