ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଞ୍ଚଳରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳେ ଜାରକା ନିକଟ କୁମାରୀ ପଞ୍ଚାୟତ ଦେଉଳି ଗାଁ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥରେ ଯୁବକଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ହତ୍ୟା ପରେ ଦୁର୍ଘଟଣା ରୂପ ଦେବାକୁ ଉଦ୍ୟମ କରାଯାଇଥିବା ସନ୍ଦେହ ଉପୁଜିଛି। ତେବେ ଏଯାଏ ମୃତକଙ୍କର ପରିଚୟ ମିଳିପାରିନାହିଁ।
ଜାତୀୟ ରାଜପଥରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର
ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଞ୍ଚଳରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ହତ୍ୟା ପରେ ଦୁର୍ଘଟଣା ରୂପ ଦେବାକୁ ଉଦ୍ୟମ କରାଯାଇଥିବା ସନ୍ଦେହ ଉପୁଜିଛି। ତେବେ ଏଯାଏ ମୃତକଙ୍କର ପରିଚୟ ମିଳିପାରିନାହିଁ।
/sambad/media/media_files/RPyHU2RISHIjfIb4NRiK.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)