ଜାତୀୟ ରାଜପଥରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

Advertisment

ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଞ୍ଚଳରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ହତ୍ୟା ପରେ ଦୁର୍ଘଟଣା ରୂପ ଦେବାକୁ ଉଦ୍ୟମ କରାଯାଇଥିବା ସନ୍ଦେହ ଉପୁଜିଛି। ତେବେ ଏଯାଏ ମୃତକଙ୍କର ପରିଚୟ ମିଳିପାରିନାହିଁ।

ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଞ୍ଚଳରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ହତ୍ୟା ପରେ ଦୁର୍ଘଟଣା ରୂପ ଦେବାକୁ ଉଦ୍ୟମ କରାଯାଇଥିବା ସନ୍ଦେହ ଉପୁଜିଛି। ତେବେ ଏଯାଏ ମୃତକଙ୍କର ପରିଚୟ ମିଳିପାରିନାହିଁ।

dharm

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଞ୍ଚଳରୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳେ ଜାରକା ନିକଟ କୁମାରୀ ପଞ୍ଚାୟତ ଦେଉଳି ଗାଁ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥରେ ଯୁବକଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ହତ୍ୟା ପରେ ଦୁର୍ଘଟଣା ରୂପ ଦେବାକୁ ଉଦ୍ୟମ କରାଯାଇଥିବା ସନ୍ଦେହ ଉପୁଜିଛି। ତେବେ ଏଯାଏ ମୃତକଙ୍କର ପରିଚୟ ମିଳିପାରିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe