ଭୁବନେଶ୍ୱର: ରାଜଧାନୀର ଲିଙ୍ଗରାଜ ଷ୍ଟେସନ ରୋଡ ସ୍ଥିତ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କର ପରିଚୟ ମିଳିଛି। ସେ ହେଲେ ହେଲେ ୟୁନିଟ ୮ ଅଞ୍ଚଳର ନବ ନାୟକ।
ଆଜି ସକାଳେ ଲିଙ୍ଗରାଜ ଷ୍ଟେସନ ରୋଡ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଇଥିଲା। ତେବେ ଏହା ଆତ୍ମହତ୍ୟା ନା ହତ୍ୟା ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ପୁଲିସ ଏହି ଘଟଣାର ଅଧିକ ତଦନ୍ତ କରୁଛି।  
ରାଜଧାନୀରେ ଚାଞ୍ଚଲ୍ୟ: ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ରାଜଧାନୀର ଲିଙ୍ଗରାଜ ଷ୍ଟେସନ ରୋଡ ସ୍ଥିତ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହା ଆତ୍ମହତ୍ୟା ନା ହତ୍ୟା ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ପୁଲିସ ଏହି ଘଟଣାର ଅଧିକ ତଦନ୍ତ କରୁଛି।
/sambad/media/post_attachments/wp-content/uploads/2023/10/capitalhospital.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)