ଜଗତସିଂହପୁର ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ବିଜେପି ସରକାରଙ୍କର ୧୦୦ଦିନ ପୂର୍ତ୍ତି ଉପଲକ୍ଷେ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ ହୋଇଥିଲା। ଏହାକୁ ମୁଖ୍ୟ ଅତିଥି ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା  ଉଦ୍ଘାଟନ କରିଥିଲେ।

jag

ଜଗତସିଂପୁର: ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ବିଜେପି ସରକାରଙ୍କର ୧୦୦ଦିନ ପୂର୍ତ୍ତି ଉପଲକ୍ଷେ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ ହୋଇଥିଲା। ଏହାକୁ ମୁଖ୍ୟ ଅତିଥି ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା  ଉଦ୍ଘାଟନ କରିଥିଲେ। ଏହି ବିକାଶ ମେଳାରେ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଜଗତସିଂପୁର ସାଂସଦ ବିଭୁ ପ୍ରସାଦ ତରାଇ, ଜଗତସିଂପୁର ବିଧାୟକ ଅମରେନ୍ଦ୍ର ଦାସ, ଜିଲ୍ଲାପାଳ ଜେ ସୋନାଲ ପ୍ରମୁଖ ଉପସ୍ଥିତ ଥିଲେ

ଏହାପୂର୍ବରୁ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସକାଳେ ମା ଶାରଳାଙ୍କ ଦର୍ଶନ କରିଥିଲେ ଅପରାହ୍ନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ବିକାଶ ମେଳାର ଷ୍ଟଲ୍ ମାନଙ୍କରେ ପରିଦର୍ଶନ କରିଥିଲେ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe