ଅନୁଗୁଳ: ଅନୁଗୁଳ ଜିଲ୍ଲାର ଧଣ୍ଡାତୋପା ରେଞ୍ଜ ଶିଶକଟା ଗ୍ରାମରେ ବିଦ୍ୟୁତ୍ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି।
ହାତୀଟି ଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମରିଥିବା ଜଣାଯାଇଛି। ଏଣେ ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Advertisment

Sambad is now on WhatsApp
Join and get latest news updates delivered to you via WhatsApp