ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲଙ୍କୁ ଏନକାଉଣ୍ଟର

Advertisment

ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକନନ୍ଦ ଓ ତାଙ୍କ ଟିମ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲଙ୍କୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ଏବେ ପୁଲିସକୁ ଏନକାଉଣ୍ଟର ପାଇ ଅନୁମତି ମିଳିଯାଇଛି। ତେଣୁ ଅପରାଧୀମାନେ ଯଦି ସାବଡ଼ ନ ହେବେ ତେବେ ସେମାନଙ୍କୁ ମଧ୍ୟ ପୁଲିସ ଏନକାଉଣ୍ଟର କରିବ।

ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକନନ୍ଦ ଓ ତାଙ୍କ ଟିମ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲଙ୍କୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ଏବେ ପୁଲିସକୁ ଏନକାଉଣ୍ଟର ପାଇ ଅନୁମତି ମିଳିଯାଇଛି। ତେଣୁ ଅପରାଧୀମାନେ ଯଦି ସାବଡ଼ ନ ହେବେ ତେବେ ସେମାନଙ୍କୁ ମଧ୍ୟ ପୁଲିସ ଏନକାଉଣ୍ଟର କରିବ।

Ps

ବ୍ରହ୍ମପୁର: ବ୍ରହ୍ମପୁର ପୁଲିସ ଜିଲ୍ଲା ଗୋଳନ୍ଥରା ଥାନା ପକ୍ଷରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଏନକାଉଣ୍ଟର କରାଯାଇଛି। ଏଥିରେ ପୁଲିସ ସଫଳତା ମଧ୍ୟ ପାଇଛି। ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକନନ୍ଦ ସ୍ୱାଇଁ ଓ ତାଙ୍କ ଟିମ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲଙ୍କୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ଏବେ ପୁଲିସକୁ ଏନକାଉଣ୍ଟର ପାଇ ଅନୁମତି ମିଳିଯାଇଛି। ତେଣୁ ଅପରାଧୀମାନେ ଯଦି ସାବଡ଼ ନ ହେବେ ତେବେ ସେମାନଙ୍କୁ ମଧ୍ୟ ପୁଲିସ ଏନକାଉଣ୍ଟର କରିବ।

ବ୍ରହ୍ମପୁର ପୁଲିସ ଜିଲ୍ଲା ଗୋଳନ୍ଥରା ଥାନା ପକ୍ଷରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଏନକାଉଣ୍ଟର କରାଯାଇଛି। ଏଥିରେ ପୁଲିସ ସଫଳତା ମଧ୍ୟ ପାଇଛି। ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକନନ୍ଦ ସ୍ୱାଇଁ ଓ ତାଙ୍କ ଟିମ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲଙ୍କୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ଏବେ ପୁଲିସକୁ ଏନକାଉଣ୍ଟର ପାଇ ଅନୁମତି ମିଳିଯାଇଛି। ତେଣୁ ଅପରାଧୀମାନେ ଯଦି ସାବଡ଼ ନ ହେବେ ତେବେ ସେମାନଙ୍କୁ ମଧ୍ୟ ପୁଲିସ ଏନକାଉଣ୍ଟର କରିବ।

ବର୍ତ୍ତମାନ ପୁଲିସ ଏକ ତାଲିକା ପ୍ରସ୍ତୁତ କରିଥିବା ଜଣାପଡିଛି । ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନ୍ୟାନ୍ୟ ମାମଲାରେ ସମ୍ପୃକ ରହି ଫେରାର ରହିଥିବା ଜଣାପଡ଼ିଛି।


ଆଜି ଭୋରରୁ ସୁନିଲକୁ ଧରିବାକୁ ସ୍ପେସିଆଲ ଟିମ ଚଢ଼ାଉ କରିଥିଲା | ହେଲେ ସୁନିଲ ପୁଲିସ ଉପରକୁ ୨ ରାଉଣ୍ଡ ଗୁଳି ଚଳାଇଥିଲା | ପୁଲିସ ଗାଡ଼ି ଏଥିରର କ୍ଷତିଗ୍ରସ୍ତ ହୋଇଛି| ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନ୍ୟାନ୍ୟ ମାମଲାରେ ସମ୍ପୃକ୍ତ ରହି ଫେରାର ଥିଲା | ସୁନୀଲ ନାଁରେ ୨ ଟି ହତ୍ୟାକାଣ୍ଡ ସହ ବନ୍ଧୁକ ମୁନରେ ଡକାୟତି, ଛିନତାଇ, ଚୋରି, ବୋମାମାଡ଼ ଆଦି ୨୦ ରୁ ଅଧିକ ମାମଲା ରହିଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe