ପରିବା ମାର୍କେଟରେ ନିଆଁ ଲାଗି ଜଳିଗଲା ୧୫ ଦୋକାନ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ

Advertisment

ଲକ୍ଷ୍ମୀ ବଜାର ପରିବା ମାର୍କେଟରେ ନିଆଁ ଲାଗି ୧୫ ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି।

Updated On

ଲକ୍ଷ୍ମୀ ବଜାର ପରିବା ମାର୍କେଟରେ ନିଆଁ ଲାଗି ୧୫ ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି।

ଅଦ୍ୟତନ ହୋଇଛି
fire4

ଆସିକା: ଆଜି ସକାଳେ ଆସିକାରେ ଏକ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଏଠାରେ ଥିବା ଲକ୍ଷ୍ମୀ ବଜାର ପରିବା ମାର୍କେଟରେ ନିଆଁ ଲାଗି ୧୫ ଦୋକାନ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି। ତେବେ ଏହି ଅଗ୍ନିକାଣ୍ଡ କିପରି ଘଟିଲା, ତାହା ଜଣାପଡ଼ିନାହିଁ। ତେବେ ଏଥିରେ ଲକ୍ଷାଧିକ ଟଙ୍କାର ଜିନିଷ ଓ ଆସବାବପତ୍ର ନଷ୍ଟ ହୋଇଥିବାର ଆକଳନ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe