ବହି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୨ ଗୁରୁତର

ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଜନତାକୋଠିରେ ଏକ ବହି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବୁକ୍ ଆଣ୍ଡ ସାହୁ ଏଜେନ୍ସିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି। ଏଥିରେ ୨ ଗୁରୁତର ହୋଇଥିବାର ସୂଚନା ରହିଛି।ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

nj

ବାଲିକୁଦା: ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଜନତାକୋଠିରେ ଏକ ବହି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବୁକ୍ ଆଣ୍ଡ ସାହୁ ଏଜେନ୍ସିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି। ଏଥିରେ ୨ ଗୁରୁତର ହୋଇଥିବାର ସୂଚନା ରହିଛି।ଉଭୟଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଲକ୍ଷାଧିକ ଟଙ୍କାର ବହି ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀଙ୍କ ଦ୍ବାରା ନିଆଁ ଆୟତ୍ତ ହୋଇଛି।

fire

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe