ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ ମଞ୍ଚେଶ୍ୱର ରେଳଷ୍ଟେସନ ନିକଟରେ ଥିବା ଏକ ଗଦି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ଏହାଫଳରେ ଫୋମ୍ , ପ୍ଲାଷ୍ଟିକ, ତୁଳା, କପଡା ଆଦି ଗଚ୍ଛିତ ରହିଥିବା ବେଳେ ନିଆଁ ଲାଗି ଏଗୁଡ଼ିକ ସମ୍ପୂର୍ଣ୍ଣ ଜଳି ଯାଇଥିଲା ।  ପରେ ଖବର ପାଇଁ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।  କେମିତି ଓ କେଉଁ ପରିସ୍ଥିତିରେ ଫ୍ୟାକ୍ଟ୍ରିରେ ନିଆଁ ଲାଗିଲା ତାର କାରଣ ଅସ୍ପଷ୍ଟ ରହିଛି।

Advertisment

fire