ପାରାଦୀପ: ଜଗତସିଂହପୁରଜିଲ୍ଲା ପାରାଦୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ଏହି ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗି ୭ ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିପାଉଁଶ ହୋଇଯାଇଛି।
ପାରାଦୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ଏହି ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗି ୭ ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିପାଉଁଶ ହୋଇଯାଇଛି। ଖବର ପାଇ ପାରାଦୀପ ବନ୍ଦର ଓ କୁଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି।
ଖବର ପାଇ ପାରାଦୀପ ବନ୍ଦର ଓ କୁଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/07/14/613f8024-30a6-4fd6-aaf0-231dce701804-2025-07-14-08-53-17.jpg)