ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ: ୭ ଦୋକାନ ଜଳି ପୋଡ଼ି ପାଉଁଶ

ପାରାଦୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ଏହି ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗି ୭ ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିପାଉଁଶ ହୋଇଯାଇଛି।

6

ପାରାଦୀପ: ଜଗତସିଂହପୁର ଜିଲ୍ଲା ପାରାଦୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ଏହି ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗି ୭ ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିପାଉଁଶ ହୋଇଯାଇଛି।

ପାରାଦୀପ ବଡ଼ପଡ଼ିଆ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଳମ୍ବିତ ରାତିରେ ଏହି ଘଟିଛି ଅଗ୍ନିକାଣ୍ଡ। ନିଆଁ ଲାଗି ୭ ଦୋକାନ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିପାଉଁଶ ହୋଇଯାଇଛି। ଖବର ପାଇ ପାରାଦୀପ ବନ୍ଦର ଓ କୁଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି।

ଖବର ପାଇ ପାରାଦୀପ ବନ୍ଦର ଓ କୁଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହ‌ୋଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe