ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଚାରି ନମ୍ବର ଷ୍ଟୁଡିଓ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଛି। କିନ୍ତୁ ଏଥିରେ କେହି ମୃତାହତ ହୋନାହାନ୍ତି। ବେଳେ ଜୀବନହାନୀ ହୋଇ ନ ଥିବା ଜଣାଯାଇଛି।
ସାରୁଅସ୍ଥିତ ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି। ଚାରି ନମ୍ବର ଷ୍ଟୁଡିଓ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଛି। କିନ୍ତୁ ଏଥିରେ କେହି ମୃତାହତ ହୋନାହାନ୍ତି।
ସୂଚନା ଅନୁଯାୟୀ, ଗତକାଲି ଷ୍ଟୁଡିଓରେ ସୁଟିଂ ହୋଇଥିଲା। ସୁଟିଂ ସରିବା ପରେ ମାତ୍ର ବିଳମ୍ବିତ ରାତିରେ ଏହି ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଆଜି ଭୋରରୁ ସ୍ଥାନୀୟ ଲୋକେ ନିଆଁ ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ୪ଟି ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ବେଶ କିଛି ସମୟ ପରେ ନିଆଁକୁ ଆ୍ୟତ୍ତ କରିବାରେ ସଫଳ ହୋଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2024/11/06/jgIOTv1MlO63FuVbY1n0.jpeg)