କୋଇଲା ବୋଝେଇ ଟ୍ରେନରେ ନିଆଁ, ଆୟତ୍ତ କଲା ଅଗ୍ନିଶମ ବାହିନୀ

Advertisment

ସୋର ରେଳ ଷ୍ଟେସନରେ ଏକ କୋଇଲା ବୋଝେଇ ଟ୍ରେନର ୪ଟି ବଗିରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଆୟତ୍ତ ହେବା ପରେ ଟ୍ରେନଟି ଗନ୍ତବ୍ୟ ସ୍ଥଳକୁ ଯାଇଥିଲା।

ସୋର ରେଳ ଷ୍ଟେସନରେ ଏକ କୋଇଲା ବୋଝେଇ ଟ୍ରେନର ୪ଟି ବଗିରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଆୟତ୍ତ ହେବା ପରେ ଟ୍ରେନଟି ଗନ୍ତବ୍ୟ ସ୍ଥଳକୁ ଯାଇଥିଲା।

nj

ସୋର: ସୋର ରେଳ ଷ୍ଟେସନରେ ଏକ କୋଇଲା ବୋଝେଇ ଟ୍ରେନର ୪ଟି ବଗିରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ସୂଚନା ଅନୁସାରେ, ଏକ କୋଇଲା ବୋଝେଇ ଟ୍ରେନ ଧାମରାରୁ କୋଇଲା ବୋଝେଇ କରି ଖଡ଼ଗପୁର ଅଭିମୁଖେ ଯାଉଥିବା ବେଳେ ମାର୍କୋଣା ଷ୍ଟେସନ ନିକଟରେ ଗାର୍ଡ ଟ୍ରେନର ୪ଟି ବଗିରେ ନିଆଁ ଲାଗିଥିବା ଦେଖି ସୋର ଷ୍ଟେସନ ମାଷ୍ଟରଙ୍କୁ ଜଣାଇଥିଲେ।

ସୋର ରେଳ ଷ୍ଟେସନରେ ଏକ କୋଇଲା ବୋଝେଇ ଟ୍ରେନର ୪ଟି ବଗିରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ସୋର ଷ୍ଟେସନ ମାଷ୍ଟର ଟ୍ରେନଟିକୁ ସୋର ଷ୍ଟେସନରେ ପହଞ୍ଚିବା ପରେ ଟ୍ରେନକୁ ଅଟକାଇ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଆୟତ୍ତ ହେବା ପରେ ଟ୍ରେନଟି ଗନ୍ତବ୍ୟ ସ୍ଥଳକୁ ଯାଇଥିଲା।

ସୋର ଷ୍ଟେସନ ମାଷ୍ଟର ଟ୍ରେନଟିକୁ ସୋର ଷ୍ଟେସନରେ ପହଞ୍ଚିବା ପରେ ଟ୍ରେନକୁ ଅଟକାଇ ସୋର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ଆୟତ୍ତ ହେବା ପରେ ଟ୍ରେନଟି ଗନ୍ତବ୍ୟ ସ୍ଥଳକୁ ଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe