କେଦାରପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରୁ ଫ୍ରିଜ୍ ଚୋରି

Advertisment

ବାଲେଶ୍ବର ଜିଲ୍ଲା ସୋର ବ୍ଲକ କେଦାରପୁର ପଞ୍ଚାୟତ କେଦାରପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରୁ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି।

ବାଲେଶ୍ବର ଜିଲ୍ଲା ସୋର ବ୍ଲକ କେଦାରପୁର ପଞ୍ଚାୟତ କେଦାରପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରୁ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି।

Thieves Looted gold and silver crowns from Soro Jagannath temple

Thieves Looted gold and silver crowns from Soro Jagannath temple Photograph: (sambad.in)

ସୋର: ବାଲେଶ୍ବର ଜିଲ୍ଲା ସୋର ବ୍ଲକ କେଦାରପୁର ପଞ୍ଚାୟତ କେଦାରପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରୁ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି। ଏହି ଗ୍ରାମରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର କାର୍ଯ୍ୟରତ କର୍ମଚାରୀମାନେ ଗତକାଲି ରାତିରେ ଚାବି ପକାଇ ସ୍ୱାସ୍ଥ୍ୟକେନ୍ଦ୍ର ବନ୍ଦ କରି ଘରକୁ ଯାଇଥିଲେ। ସେଠାରେ କେହି ନ ରହୁଥିବାରୁ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଗତକାଲି ବିଳମ୍ବିତ ରାତିରେ ଚାବି ଭାଙ୍ଗି ଭିତରେ ପଶି ଫ୍ରିଜଟିକୁ ଚୋରି କରି ନେଇଥିଲେ।

ସୋର ବ୍ଲକ କେଦାରପୁର ପଞ୍ଚାୟତ କେଦାରପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରୁ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି। ଏହି ଗ୍ରାମରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର କାର୍ଯ୍ୟରତ କର୍ମଚାରୀମାନେ ଗତକାଲି ରାତିରେ ଚାବି ପକାଇ ସ୍ୱାସ୍ଥ୍ୟକେନ୍ଦ୍ର ବନ୍ଦ କରି ଘରକୁ ଯାଇଥିଲେ। ସେଠାରେ କେହି ନ ରହୁଥିବାରୁ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଗତକାଲି ବିଳମ୍ବିତ ରାତିରେ ଚାବି ଭାଙ୍ଗି ଭିତରେ ପଶି ଫ୍ରିଜଟିକୁ ଚୋରି କରି ନେଇଥିଲେ। ସକାଳେ କର୍ମଚାରୀମାନେ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚିବା ପରେ ଏହାଦେଖି ଗ୍ରାମବାସୀଙ୍କୁ ଜଣାଇବା ସହିତ ସୋର ଥାନାରେ ଅଭିଯୋଗ କରିଥିଲେ।

 ସକାଳେ କର୍ମଚାରୀମାନେ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚିବା ପରେ ଏହାଦେଖି ଗ୍ରାମବାସୀଙ୍କୁ ଜଣାଇବା ସହିତ ସୋର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ସୋର ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

crime

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe