ଠାକୁରମୁଣ୍ଡାରେ ଚାଞ୍ଚଲ୍ୟ: ସାପ୍ତାହିକ ହାଟରେ ଅର୍ଦ୍ଧଦଗ୍ଧ ଶବ

Advertisment

ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜିଆଣୀ ସାପ୍ତାହିକ ହାଟରେ ଏକ ଅର୍ଦ୍ଧଦଗ୍ଧ ଶବ ମିଳିଛି। ତେବେ ଏଯାଏ ଶବଟି ଚିହ୍ନଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜିଆଣୀ ସାପ୍ତାହିକ ହାଟରେ ଏକ ଅର୍ଦ୍ଧଦଗ୍ଧ ଶବ ମିଳିଛି। ତେବେ ଏଯାଏ ଶବଟି ଚିହ୍ନଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ଅଭିଯୁକ୍ତ

ଠାକୁରମୁଣ୍ଡା: ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ କେନ୍ଦୁଜିଆଣୀ ସାପ୍ତାହିକ ହାଟରେ ଏକ ଅର୍ଦ୍ଧଦଗ୍ଧ ଶବ ମିଳିଛି। ତେବେ ଏଯାଏ ଶବଟି ଚିହ୍ନଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଲ୍ୟ ଖେଳାଇ ଦେଇଛି। ତେଣେ ଏହା ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଚର୍ଚ୍ଚା ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe