ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଘର ଆଗରେ ଠିଆ ହୋଇଥିବା ଏକ ହାଇୱାରେ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଜଣାଯାଇଛିl ଗାଡ଼ିର ସମ୍ମୁଖ ଭାଗ ସଂପୂର୍ଣ୍ଣ ଜଳି ଯାଇଛି l କିଏ ଓ କାହଁକି ନିଆଁ ଲଗାଇଲା ତାହା ସ୍ପଷ୍ଟ ହୋଇନିl
ଲହୁଣୀପଡ଼ାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଘର ଆଗରେ ଠିଆ ହୋଇଥିବା ଏକ ହାଇୱାରେ ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଜଣାଯାଇଛିl ଗାଡ଼ିର ସମ୍ମୁଖ ଭାଗ ସଂପୂର୍ଣ୍ଣ ଜଳି ଯାଇଛି l କିଏ ଓ କାହଁକି ନିଆଁ ଲଗାଇଲା ତାହା ସ୍ପଷ୍ଟ ହୋଇନିl ଘଟଣା ସଂପର୍କରେ ଖବର ପାଇ ଲହୁଣୀପଡ଼ା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି l
ଘଟଣା ସଂପର୍କରେ ଖବର ପାଇ ଲହୁଣୀପଡ଼ା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି l ଏଣେଏହି ଘଟଣା ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/03/07/03t9riXHqUYY0lFd2MKh.png)