ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ

Advertisment

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ। ବିଳମ୍ବିତ ରାତିରେ ଶୋଇଥିବା ବେଳେ ଭାଙ୍ଗିଲା ଘରର ଛପର ଓ କାନ୍ଥ । ଔପଦା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଜୁରିଆପାଟଣା ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।

Untitled

ନୀଳଗିରି: ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ। ବିଳମ୍ବିତ ରାତିରେ ଶୋଇଥିବା ବେଳେ ଭାଙ୍ଗିଲା ଘରର ଛପର ଓ କାନ୍ଥ । ସୂଚନା ମୁତାବକ ୨ ଦିନର ଲଗାଣ ବର୍ଷାରେ ଔପଦା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଜୁରିଆପାଟଣା ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।

ଗତକାଲି ବିଳମ୍ବିତ ରାତିରେ ଗ୍ରାମର ବସନ୍ତ ଧାଉଁଡିଆଙ୍କ ପରିବାର ଘରେ ଶୋଇଥିବା ସମୟରେ ହଠାତ ଘରର କାନ୍ଥ ଓ ଛପର ହଠାତ ଭାଙ୍ଗିଥିଲା। ଫଳରେ ପରିବାରର ୪ ଜଣ ସଦସ୍ୟ ଅଳ୍ପକେ ଘରୁ ବାହାରକୁ ବାହାରିଥିଲେ। ଘରର ସମସ୍ତ ଘରକରଣା ଉପକରଣ ସମେତ ଟିଭି,ପଲଙ୍କ ଓ ଚାଉଳ ମାଟିତଳେ ପୋତିହୋଇରହିଛି। ସ୍ଥାନୀୟ ପ୍ରଶାସନ ପକ୍ଷରୁ କୌଣସି ସହାୟତା ମିଳିନଥିବା ବେଳେ ସରକାରୀ ସହାୟତା ପାଇଁ ପରିବାର ଲୋକେ ନିବେଦନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe