ପଦ୍ମପୁର: କେନ୍ଦୁଝର ପଦ୍ମପୁର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୯ ତମ ସ୍ଵାଧୀନତା ଦିବସ ପାଳିତ ହୋଇଛି। ଏହି ଅବସରରେ ଅଧ୍ୟକ୍ଷ ହୃଷିକେଶ ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ। କର୍ମଚାରୀ ଓ ଛାତ୍ରଛାତ୍ରୀମାନଙ୍କୁ ଉଦ୍ବୋଧନ ଦେଇ ସ୍ଵାଧୀନତା କିପରି ଭାବେ ଅକ୍ଷୁର୍ଣ୍ଣ ରହିବ ସେ ବିଷୟରେ ଗୁରୁତ୍ବ ଆରୋପ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀଗଣ ପ୍ରମୁଖ ସହଯୋଗ କରିଥିଲେ।
ପଦ୍ମପୁର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ଵାଧୀନତା ଦିବସ
କେନ୍ଦୁଝର ପଦ୍ମପୁର ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୯ ତମ ସ୍ଵାଧୀନତା ଦିବସ ପାଳିତ ହୋଇଛି। ଏହି ଅବସରରେ ଅଧ୍ୟକ୍ଷ ହୃଷିକେଶ ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ।
/sambad/media/media_files/2025/08/15/untitled-2025-08-15-14-58-35.png)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)