କୋଣାର୍କ: କୋଣାର୍କ ଚନ୍ଦ୍ରଭାଗା ଠାରେ ଶନିବାର ରାଜ୍ୟ ପ୍ରଦୂଷଣ ବୋର୍ଡ କୋଣାର୍କ ବନବିଭାଗ ଓ ଜିଲ୍ଲା ଶିକ୍ଷା ବିଭାଗ ମିଳିତ ସହଯୋଗରେ ଅନ୍ତର୍ଜାତୀୟ ବେଳାଭୂମି ସଫେଇ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଅତିଥି ଭାବେ କୋଣାର୍କ ବନାଞ୍ଚଳ ଅଧିକାରୀ ସୁଦର୍ଶନ ଦେହୁରୀ, ପ୍ରଦୁଷଣ ସ୍ମୃତି ରଞ୍ଜନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ଦୀପକ ପାଢୀ, ଜାତୀୟ ସବୁଜ ବାହିନୀ ରାମକୃଷ୍ଣ ମହାନ୍ତି, ଜବାହାର ନବୋଦୟ ବିଦ୍ୟାଳୟ ଅଧ୍ୟକ୍ଷ ବିଶ୍ଵନାଥ ଖିଲାର ଯୋଗଦେଇଥିଲେ।
ଏହି କାର୍ଯ୍ୟକ୍ରମରେ କୋଣାର୍କ ଅଞ୍ଚଳର ୧୦ଟି ବିଦ୍ୟାଳୟର ୨୦୦ ଛାତ୍ରଛାତ୍ରୀ ଯୋଗ ଦେଇ ସମୁଦ୍ର କୂଳ ସଫେଇ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/09/20/untitled-2025-09-20-12-12-29.png)