ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଜୟଶଙ୍କର

ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର | ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଁଚିଲେ ଜୟଶଙ୍କର | ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର |

ଅରୁଣାଚଳର ନୂଆ ନଁା: ଚୀନକୁ ‌ଜୟଶଙ୍କରଙ୍କ ସମାଲୋଚନା

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର | ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଁଚିଲେ ଜୟଶଙ୍କର | ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର | ବିମାନବନ୍ଦରରୁ ସିଧାସଳଖ କୋଣାର୍କ ଯିବେ | କୋଣାର୍କ ଇକୋରିଟ୍ରିଟ ରାତ୍ରି ଯାପନ କରିବେ | ଆସନ୍ତାକାଲି କୋଣାର୍କ ସୂର୍ଯ୍ୟ ମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବେ |

ଏହାପରେ ଭୁବନେଶ୍ଵର ଶାନ୍ତିସ୍ତୁପ ଧଉଳି ପରିଦର୍ଶନ କରିବେ | ପ୍ରବାସୀ ଭାରତୀୟ ସମ୍ମିଳନୀ ନେଇ ଜୟଶଙ୍କର କହିଛନ୍ତି ଯେ ଓଡ଼ିଶା ବହୁତ ଭବ୍ୟ ଭାବେ "ପ୍ରବାସୀ ଭାରତୀୟ ଦିବସ " କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯାହା ସୂଚନା ଦେଇଛନ୍ତି, ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ମୋର ପୁରା ବିଶ୍ୱାସ ପ୍ରଧାନମନ୍ତ୍ରୀ ଯେତେବେଳେ ଆସିବେ ଏହି କାର୍ଯ୍ୟକ୍ରମ ବହୁତ ସୁନ୍ଦର ଏବଂ ସଫଳ ହେବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe