ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବାର ନେଇ ଥାନାରେ ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, ଇନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ ଘରେ ଲୁଟେରାମାନେ ଝରକା ତାଡ଼ି ପଶିଥିଲେ। ତାପରେ ସେମାନେ ଆଲମାରି ଭାଙ୍ଗି ଘରୁ ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଥିବା ନେଇ ଇନଫୋସିଟି ଥାନାରେ ଅଭିଯୋଗ କରିଛନ୍ତି ବଂଶୀଧର ଗଉଡ। ଇନଫୋସିଟି ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/post_attachments/wp-content/uploads/2020/06/infocity-police-station.jpg)