ରାଜଧାନୀରେ ମାତିଲେ ଲୁଟେରା: ଟଙ୍କା ଓ ସୁନାଗହଣା ଲୁଟିନେଲେ, ଥାନାରେ ଅଭିଯୋଗ

Advertisment

ନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ ଘରେ ଲୁଟେରାମାନେ ଝରକା ତାଡ଼ି ପଶିଥିଲେ। ତାପରେ ସେମାନେ ଆଲମାରି ଭାଙ୍ଗି ଘରୁ ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଥିବା ନେଇ ଇନଫୋସିଟି ଥାନାରେ ଅଭିଯୋଗ ହୋଇଛି।

ନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ ଘରେ ଲୁଟେରାମାନେ ଝରକା ତାଡ଼ି ପଶିଥିଲେ। ତାପରେ ସେମାନେ ଆଲମାରି ଭାଙ୍ଗି ଘରୁ ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଥିବା ନେଇ ଇନଫୋସିଟି ଥାନାରେ ଅଭିଯୋଗ ହୋଇଛି।

ଘରୋଇ ଚ୍ୟାନେଲ୍ ଲୋଗୋ ବ୍ୟବହାର ରାଜନେତାଙ୍କ ନାଁରେ ଅପପ୍ରଚାର, ଥାନାରେ ଏତଲା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଥିବାର ନେଇ ଥାନାରେ ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ଇନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ ବିହାରରେ ରହୁଥିବା ବଂଶୀଧର ଗଉଡଙ୍କ ଘରେ ଲୁଟେରାମାନେ ଝରକା ତାଡ଼ି ପଶିଥିଲେ। ତାପରେ ସେମାନେ ଆଲମାରି ଭାଙ୍ଗି ଘରୁ ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଥିବା ନେଇ ଇନଫୋସିଟି ଥାନାରେ ଅଭିଯୋଗ କରିଛନ୍ତି ବଂଶୀଧର ଗଉଡ। ଇନଫୋସିଟି ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe