ବେକରେ ଭୁଜାଲି ଓ ମୁଣ୍ଡରେ ବନ୍ଧୁକ ଲଗାଇ ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ଘରୁ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

Advertisment

ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ୬ ଦୁର୍ବୃତ୍ତ ଘରେ ପଶି ତାଙ୍କ ସ୍ତ୍ରୀ ଓ ବୋହୂଙ୍କୁ ବାନ୍ଧିବା ସହିତ ବେକରେ ଭୁଜାଲି ଓ ମୁଣ୍ଡରେ ବନ୍ଧୁକ ଲଗାଇ ଘରେ ଥିବା ୫ ଲକ୍ଷରୁ ଅଧିକ ଟଙ୍କାର ଗହଣା ଲୁଟ୍ କରିବା ସହିତ ମାଡ଼ ମାରିଥିଲେ।

ଗୋରୁ ଚୋରି ଅଭିଯୋଗ: ବନ୍ଧା ହେଲେ ତିନି ଯୁବକ

ସୋର:  ବେକରେ ଭୁଜାଲି ଓ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ। ଏପରି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସୋର ଥାନା ପାଖର ଅଞ୍ଚଳରେ। ପାଖର ହାଇସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷକ ଦେବେନ୍ଦ୍ର ପ୍ରସାଦ ପାତ୍ର ପାଖର ଛକରେ ଘର କରି ରୁହନ୍ତି।

ଗତକାଲି ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ୬ ଦୁର୍ବୃତ୍ତ ଘରେ ପଶି ତାଙ୍କ ସ୍ତ୍ରୀ ଓ ବୋହୂଙ୍କୁ ବାନ୍ଧିବା ସହିତ ବେକରେ ଭୁଜାଲି ଓ ମୁଣ୍ଡରେ ବନ୍ଧୁକ ଲଗାଇ ଘରେ ଥିବା ୫ ଲକ୍ଷରୁ ଅଧିକ ଟଙ୍କାର ଗହଣା ଲୁଟ୍ କରିବା ସହିତ ମାଡ଼ ମାରିଥିଲେ। ଆଜି ସକାଳେ ଅନନ୍ତପୁର ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ଦେବେନ୍ଦ୍ର ପ୍ରସାଦ ପାତ୍ର ସୋର ଥାନାରେ ଅଭିଯୋଗ କରିଛନ୍ତି। ଏହାପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe