ବାଲୁଗାଁରେ ଚାଞ୍ଚଲ୍ୟ: ଲୁଟ୍‌ ସହ ଘର ଜାଳିଦେଲେ ଦୁର୍ବୃତ୍ତ

ବାଲୁଗାଁରେ ଲୁଟ୍‌ ସହ ଘର ଜାଳିଦେଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁଯାୟୀ, ବେଲପଡ଼ା ଅଞ୍ଚଳର ପ୍ରଦୀପ ସେଠୀଙ୍କ ଘରୁ ଲୁଟ୍‌ ହୋଇଛି ଘରେ କେହି ନଥିବାର ସୁଯୋଗ ନେଇ କଳାକନା ବୁଲାଇଛନ୍ତି ଲୁଟେରା।  ରାତିରେ ଏକ ବାହାଘର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପରିବାର ଲୋକ ଯାଇଥିବା ବେଳେ ଏଭଳି ଲୁଟ୍‌ ହୋଇଛି।

fire678

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁରେ ମାତିଛନ୍ତି ଲୁଟେରା। ଲୁଟ୍‌ ସହ ଘର ଜାଳିଦେଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁଯାୟୀ, ବେଲପଡ଼ା ଅଞ୍ଚଳର ପ୍ରଦୀପ ସେଠୀଙ୍କ ଘରୁ ଲୁଟ୍‌ ହୋଇଛି ଘରେ କେହି ନଥିବାର ସୁଯୋଗ ନେଇ କଳାକନା ବୁଲାଇଛନ୍ତି ଲୁଟେରା ।  ରାତିରେ ଏକ ବାହାଘର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପରିବାର ଲୋକ ଯାଇଥିବା ବେଳେ ଏଭଳି ଲୁଟ୍‌ ହୋଇଛି।

ଘରେ ପଶି ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଲୁଟ ପରେ ଘରେ ନିଆଁ ମଧ୍ୟ ଲଗାଇ ଦେଇଛନ୍ତି । ଏହାଫଳରେ ଖଟ ସହ ବହୁ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି।  ଖାଲି ସେତିକି ନୁହେଁ, କାନ୍ଥରେ ଅଶ୍ଳୀଳ ଭାଷା ମଧ୍ୟ ଲେଖିଛନ୍ତି ଦୁର୍ବୃତ୍ତ। ଏନେଇ ଥାନାରେ ଏତଲା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe