ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ଘରୁ ବଡ଼ ଧରଣର ଡକାୟତି, ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ

Advertisment

ବିଳମ୍ବିତ ରାତିରେ ବାସୁଦେବପୁର ଥାନା ସ୍ଥିତ ବେତଡ଼ା ମଧୁସୂଦନପୁର ଗ୍ରାମର ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ଘରୁ ଏକ ବଡ଼ ଧରଣର ଡକାୟତି ହୋଇଥିବାର ଅଭିଯୋଗ ହୋଇଛି।

ବିଳମ୍ବିତ ରାତିରେ ବାସୁଦେବପୁର ଥାନା ସ୍ଥିତ ବେତଡ଼ା ମଧୁସୂଦନପୁର ଗ୍ରାମର ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ଘରୁ ଏକ ବଡ଼ ଧରଣର ଡକାୟତି ହୋଇଥିବାର ଅଭିଯୋଗ ହୋଇଛି।

bh

ବାସୁଦେବପୁର: ଗତକାଲି ବିଳମ୍ବିତ ରାତିରେ ବାସୁଦେବପୁର ଥାନା ସ୍ଥିତ ବେତଡ଼ା ମଧୁସୂଦନପୁର ଗ୍ରାମର ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ଘରୁ ଏକ ବଡ଼ ଧରଣର ଡକାୟତି ହୋଇଥିବାର ଅଭିଯୋଗ ହୋଇଛି।

ବାସୁଦେବପୁର ଥାନା ସ୍ଥିତ ବେତଡ଼ା ମଧୁସୂଦନପୁର ଗ୍ରାମର ଜଣେ ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀଙ୍କ ଘରୁ ଏକ ବଡ଼ ଧରଣର ଡକାୟତି ହୋଇଥିବାର ଅଭିଯୋଗ ହୋଇଛି। ପାଞ୍ଚ ଜଣ ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ରଘୁନାଥ ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀଙ୍କୁ ବାନ୍ଧି ନଗଦ ଟଙ୍କା ସହିତ ପାଖାପାଖି ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି।

ପାଞ୍ଚ ଜଣ ଦୁର୍ବୃତ୍ତ ମୁହଁରେ କପଡ଼ା ବାନ୍ଧି ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ରଘୁନାଥ ପାଣିଗ୍ରାହୀ ଓ ତାଙ୍କ ସ୍ତ୍ରୀଙ୍କୁ ବାନ୍ଧି ନଗଦ ଟଙ୍କା ସହିତ ପାଖାପାଖି ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ ଘଟଣାସ୍ଥଳରେ ପହଞ୍ଚି ବାସୁଦେବପୁର ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି।

crime

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe