ବ୍ରହ୍ମପୁର: ବ୍ରହ୍ମପୁର ଭିଜିଲାନ୍ସ ଜାଲରେ ଗଞ୍ଜାମଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ପୁଷା ମୁଣ୍ଡାଙ୍କ ସରକାରୀ ଗାଡ଼ିରୁ ନଗଦ ୩ ଲକ୍ଷ ଟଙ୍କା ଜବତ । ଛତ୍ରପୁର ନିକଟସ୍ଥ ଜାତୀୟ ରାଜପଥ ନିକଟରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । ପୁଷା ମୁଣ୍ଡାଙ୍କ ଠାରୁ ୩ଲକ୍ଷ ଟଙ୍କା ଜବତ କରି ଅଧିକ ତଦନ୍ତ ଜାରି ରଖିଛି ଭିଜିଲାନ୍ସ । ନଗଦ ୩ ଲକ୍ଷ ଟଙ୍କା ପୁଷା ମୁଣ୍ଡାଙ୍କ ଗାଡିରେ କାହିଁକି ରଖାଯାଇଥିଲା ନା ଟଙ୍କା ସେ କାହା ପାଖରୁ ନେଇଥିଲେ ତାହା ଅସ୍ପଷ୍ଟ ଥିବାବେଳେ ଏବେ ତାଙ୍କୁ ପଚରାଉଚୁରା କରାଯାଉଛି |
ପୁଷାଙ୍କ ଗାଡ଼ିରେ ପୁଳାପୁଳା ଟଙ୍କା
ବ୍ରହ୍ମପୁର ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ପୁଷା ମୁଣ୍ଡାଙ୍କ ସରକାରୀ ଗାଡ଼ିରୁ ନଗଦ ୩ ଲକ୍ଷ ଟଙ୍କା ଜବତ । ଛତ୍ରପୁର ନିକଟସ୍ଥ ଜାତୀୟ ରାଜପଥ ନିକଟରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ
/sambad/media/media_files/2025/07/09/ggggg-2025-07-09-13-56-56.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)