ପୁଷାଙ୍କ ଗାଡ଼ିରେ ପୁଳାପୁଳା ଟଙ୍କା

Advertisment

ବ୍ରହ୍ମପୁର ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ପୁଷା ମୁଣ୍ଡାଙ୍କ ସରକାରୀ ଗାଡ଼ିରୁ ନଗଦ ୩ ଲକ୍ଷ ଟଙ୍କା ଜବତ । ଛତ୍ରପୁର ନିକଟସ୍ଥ ଜାତୀୟ ରାଜପଥ ନିକଟରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ

ggggg

ବ୍ରହ୍ମପୁର:  ବ୍ରହ୍ମପୁର ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଯୋଗାଣ ଅଧିକାରୀ ପୁଷା ମୁଣ୍ଡା। ପୁଷା ମୁଣ୍ଡାଙ୍କ ସରକାରୀ ଗାଡ଼ିରୁ ନଗଦ ୩ ଲକ୍ଷ ଟଙ୍କା ଜବତ । ଛତ୍ରପୁର ନିକଟସ୍ଥ ଜାତୀୟ ରାଜପଥ ନିକଟରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । ପୁଷା ମୁଣ୍ଡାଙ୍କ ଠାରୁ ୩ଲକ୍ଷ ଟଙ୍କା ଜବତ କରି ଅଧିକ ତଦନ୍ତ ଜାରି ରଖିଛି ଭିଜିଲାନ୍ସ । ନଗଦ ୩ ଲକ୍ଷ ଟଙ୍କା ପୁଷା ମୁଣ୍ଡାଙ୍କ ଗାଡିରେ କାହିଁକି ରଖାଯାଇଥିଲା ନା ଟଙ୍କା ସେ କାହା ପାଖରୁ ନେଇଥିଲେ ତାହା ଅସ୍ପଷ୍ଟ ଥିବାବେଳେ ଏବେ ତାଙ୍କୁ ପଚରାଉଚୁରା କରାଯାଉଛି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe