ରାଇରଙ୍ଗପୁର ପୌରପାଳିକାର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ

ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ମିସ ଆଶନି ଏ.ଏଲ୍. ରାଇରଙ୍ଗପୁର ପୌରପାଳିକାର ନୂତନ କାର୍ଯ୍ୟନିବାହୀ ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ସେ ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ।

IMG-20241028-WA0006

ରାଇରଙ୍ଗପୁର:ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ମିସ ଆଶନି ଏ.ଏଲ୍. ରାଇରଙ୍ଗପୁର ପୌରପାଳିକାର ନୂତନ କାର୍ଯ୍ୟନିବାହୀ ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୂର୍ବରୁ ସେ ମୟୁରଭଞ୍ଜ ଜିଲ୍ଲାରେ ଆଇଏଏସ ପ୍ରବେଶନାରୀ ଅଧିକାରୀ ଭାବେ ଯୋଗଦେଇ ପରବର୍ତ୍ତୀ ସମୟରେ ଯଶିପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇଥିଲେ।

ମିସ ଆଶନି ଏ.ଏଲ୍ ରାଇରଙ୍ଗପୁର ପୌରପାଳିକାର ପୂର୍ବରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ ତୁଲାଇ ଆସୁଥିବା ରମେଶ ଚନ୍ଦ୍ର ନାୟକଙ୍କ ଠାରୁ ଗତକାଲି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। 

ସେ ରାଇରଙ୍ଗପୁର ପୌରପାଳିକାର ପୂର୍ବରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ ତୁଲାଇ ଆସୁଥିବା ରମେଶ ଚନ୍ଦ୍ର ନାୟକଙ୍କ ଠାରୁ ଗତକାଲି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହି ଅବସରରେ ତାଙ୍କୁ ପୌରପାଳିକାର ଅଧ୍ୟକ୍ଷ, ଉପାଧ୍ୟକ୍ଷା, କାଉନସିଲର, ଅଧିକାରୀ ଓ କର୍ମଚାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ଶୁଭକାମନା ଜଣାଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe