ଭଞ୍ଜନଗର: ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଟୋକାଗଣ୍ଡା ବିଟ ଅଧିନ ଜାନକୀପୁର ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ ସୁଦୁରୁ ନାଇକ (୬୦) ଆହତ ହୋଇଛନ୍ତି। ନିକଟସ୍ଥ ପୋଖରୀକୁ ଶୌଚ ହେବାକୁ ଯାଇଥିବା ବେଳେ ଏକ ହାତୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରିଥିବା ବେଳେ ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
ଦନ୍ତା ଆକ୍ରମଣରେ ବୃଦ୍ଧ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଟୋକାଗଣ୍ଡା ବିଟ ଅଧିନ ଜାନକୀପୁର ଗ୍ରାମରେ ଦନ୍ତା ହାତୀ ଆକ୍ରମଣରେ ସୁଦୁରୁ ନାଇକ (୬୦) ଆହତ ହୋଇଛନ୍ତି। ନିକଟସ୍ଥ ପୋଖରୀକୁ ଶୌଚ ହେବାକୁ ଯାଇଥିବା ବେଳେ ଏକ ହାତୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।
/sambad/media/media_files/2025/01/11/hyWdxvism6jfbSqu0F6a.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)