ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ଆଉ ଜଣେ ଗୁରୁତର
ବଡ଼ଗାଁ ଥାନା ଜରଙ୍ଗଲୋଇ ୧୦ ରାଜ୍ୟ ରାଜପଥର ଓଭରବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)