ଦୁଇ ବାଇକ ମୁହାଁମୁହିଁ ଧକ୍କା: ଜଣେ ମୃତ, ଆଉ ଜଣେ ଗୁରୁତର

Advertisment

ବଡ଼ଗାଁ ଥାନା ଜରଙ୍ଗଲୋଇ ୧୦ ରାଜ୍ୟ ରାଜପଥର ଓଭରବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

ବଡ଼ଗାଁ ଥାନା ଜରଙ୍ଗଲୋଇ ୧୦ ରାଜ୍ୟ ରାଜପଥର ଓଭରବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।

Dead

ସୁନ୍ଦରଗଡ଼:ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଜରଙ୍ଗଲୋଇ ୧୦ ରାଜ୍ୟ ରାଜପଥର ଓଭରବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ବଡ଼ଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe