କେନାଲରେ ବୁଡ଼ି ଜଣେ ମୃତ

Advertisment

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଙ୍ଗୁରା ଗାଁର ମନୋଜ ଦେହୁରୀ କେନାଲକୁ ଶୌଚ ପାଇଁ ଯାଇଥିବା ବେଳେ ଅସାବଧାନତା ପାଇଁ ବୁଡ଼ିଗଲେ। ଖବର ପାଇ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ମେଡିକାଲ ଆଣିଥିବା ବେଳେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Dead

କାମାକ୍ଷାନଗର: କାମାକ୍ଷାନଗର ଥାନା ବାଙ୍ଗୁରା ଗାଁରେ କେନାଲରେ ବୁଡ଼ି ଜଣେ ମୃତ୍ୟୁବରଣ କରିଛନ୍ତି। ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଙ୍ଗୁରା ଗାଁର ମନୋଜ ଦେହୁରୀ କେନାଲକୁ ଶୌଚ ପାଇଁ ଯାଇଥିବା ବେଳେ ଅସାବଧାନତା ପାଇଁ ବୁଡ଼ିଗଲେ।

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଙ୍ଗୁରା ଗାଁର ମନୋଜ ଦେହୁରୀ କେନାଲକୁ ଶୌଚ ପାଇଁ ଯାଇଥିବା ବେଳେ ଅସାବଧାନତା ପାଇଁ ବୁଡ଼ିଗଲେ। ଖବର ପାଇ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ମେଡିକାଲ ଆଣିଥିବା ବେଳେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଏହା ଘଟଣାର ତଦନ୍ତ କରୁଛି। 

ଖବର ପାଇ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି ମେଡିକାଲ ଆଣିଥିବା ବେଳେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଏହା ଘଟଣାର ତଦନ୍ତ କରୁଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe