ଧଣ୍ଡାମୁଣ୍ଡା: ଖପ୍ରାଖୋଲ ବ୍ଳକ ମାଟିଆଭଟା ପଞ୍ଚାୟତ ମାଟିଆଭଟା -ବାଞ୍ଜିପାଲି ରାସ୍ତାରେ ଏକ ଗଛ ଭାଙ୍ଗିପଡ଼ିବାରୁ ବହୁ ସମୟ ପର୍ଯ୍ୟନ୍ତ ରାସ୍ତା ଅବରୋଧ
ହୋଇଥିଲା। ଖପ୍ରାଖୋଲ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ଗଛ କାଟି ସଫେଇ କରିବା ପରେ ଯିବାଆସିବା ସ୍ବାଭାବିକ ହୋଇଥିଲା ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us